ମେ ୧୩ରେ ହେବ ପିପିଲି ଉପନିର୍ବାଚନ….

0
398

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା  ହୋଇଛି। ମେ ୧୩ରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ। ମେ ୧୬ରେ ହେବ ଭୋଟ ଗଣତି ହେବ।