ଆରପାରିରେ ସୁବାଷ ଚୌହାନ: ଶୋକ ଜଣାଇଲେ ନବୀନ ଓ ପ୍ରଣବ…

- Advertisement -

ଭୁବନେଶ୍ୱର:ଆରପାରିରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନ୍। ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ସେ ୪ ମାସ ହେଲାଣି କ୍ୟାନସର୍ ପୀଡିତ ଥିଲେ। ଗତ ୩୦ ତାରିଖରେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେଠାରେ ଗତ ରାତି ୩ଟା ୫ ମିନିଟ୍ ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗଭୀର ଶୋକ ଶୋକପ୍ରକାଶ କରିଛନ୍ତି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles