ବିଧାନସଭାରେ ପାରିତ ହେଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ ବିଲ…

- Advertisement -

() ବିଧାନସଭାରେ ପାରିତ ହେଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ ବିଲ। ଚଳିତ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ ହୋଇଥିଲା। ଅଧିବେଶନ ପ୍ରଥମ ଦିନରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିଥିଲେ ଅର୍ଥମନ୍ତ୍ରୀ। ବିଲ ପାରିତ ହେବା ପରେ ରାଜ୍ୟ ସରକାର ଅର୍ଥ ଖର୍ଚ୍ଚ କରିପାରିବେ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles