() ବିଧାନସଭାରେ ପାରିତ ହେଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ ବିଲ। ଚଳିତ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ ହୋଇଥିଲା। ଅଧିବେଶନ ପ୍ରଥମ ଦିନରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିଥିଲେ ଅର୍ଥମନ୍ତ୍ରୀ। ବିଲ ପାରିତ ହେବା ପରେ ରାଜ୍ୟ ସରକାର ଅର୍ଥ ଖର୍ଚ୍ଚ କରିପାରିବେ।