ଶେଷ ହେଲା ବିଧାନସଭା ବଜେଟ ଅଧିବେଶନ

- Advertisement -

() ଶେଷ ହେଲା ବିଧାନସଭା ବଜେଟ ଅଧିବେଶନ।ମୋଟ ୬ଟି କାର୍ଯ୍ୟ ଦିବସ ଥିଲା। ଦୁଇଟି ମୂଲତବୀ ପ୍ରସ୍ତାବ ଆଲୋଚନା ହୋଇଥିଲା।୩୫୨ଟି ତାରକା ପ୍ରଶ୍ନ,୫୪୨ଟି ଅଣତାରକା ପ୍ରଶ୍ନ ଗ୍ରହଣ କରାଯାଇଥିଲା।ପାଞ୍ଚଟି ସରକାରୀ ବିଲ ପାରିତ।ପାଞ୍ଚଟି ସିଏଜି ରିପୋର୍ଟ ଉପସ୍ଥାପିତ

- Advertisement -

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles