ଆଶୀର୍ବାଦ’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ..

- Advertisement -

() ମୋ ସରକାର କୋଭିଚ୍‌-୧୯ ମହାମାରୀ ଯୋଗୁଁ ୨୦୨୦ ଅପ୍ରେଲ ପହିଲାରୁ ୨୦୨୧ ସେପ୍ଟେମ୍ବର ୧୫ ମଧ୍ୟରେ ଉଭୟ ପିତାମାତା, ମଧ୍ୟରୁ ଜଣେ କିମ୍ବା ପରିବାରର ମୁଖ୍ୟ ଆୟକାରୀଙ୍କୁ ହରାଇଥିବା ସନ୍ତାନସନ୍ତତିମାନଙ୍କୁ ସହାୟତା ଯୋଗାଇଦେବା ନିମନ୍ତେ ୨୦୨୧ ମସିହା ଜୁନ୍ ୨୦ ତାରିଖରୁ ‘ଆଶୀର୍ବାଦ’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଯୋଗ୍ୟ ସନ୍ତାନସନ୍ତତି ଏବଂ ସେମାନଙ୍କ ଯନ୍ ନେଉଥିବା ଅଭିଭାବକମାନଙ୍କ ପାଇଁ ମାସିକ ଆର୍ଥିକ ସହାୟତା ତଥା ଅନ୍ୟାନ୍ୟ ସମ୍ମିଳିତ ସହଯୋଗ ପ୍ରଦାନ କରିବା ପାଇଁ ଏହି ଯୋଜନା ପ୍ରବର୍ତ୍ତନ କରାଯାଇଛି । ୧୮,୮୨୭ ଜଣ ବାଳକବାଳିକା ଏହି ଯୋଜନାର ସୁବିଧା ପାଇଛନ୍ତି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles