ଅଧିକ ବାତ୍ୟାସ୍ଥଳୀ ହେବାର ପ୍ରସ୍ତାବ ନାହିଁ : ରାଜସ୍ୱମନ୍ତ୍ରୀ

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ଅଧିକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ନଥିବା ଗୃହରେ ବିବୃତି ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି। ଓଡ଼ିଶାର 6ଟି ଉପକୂଳ ଜିଲ୍ଲା ଯଥା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ 694ଟି ବହୁମୁଖୀ ଆଶ୍ରୟସ୍ଥଳୀ OSDMA ପକ୍ଷରୁ ନିର୍ମାଣ କରିଛନ୍ତି ରାଜ୍ୟ ସରକାର। ସେହିପରି 65ଟି Red Cross ନିର୍ମାଣ କରିଛି। ସମୁଦାୟ 759ଟି ବହୁମୁଖୀ ଆଶ୍ରୟସ୍ଥଳୀ ଓଡ଼ିଶାରେ ଅଛି। ପଞ୍ଚାୟତସ୍ତରୀୟ ଭିତ୍ତିରେ ଭାଙ୍ଗିଯାଇଥିବା ଆଶ୍ରୟସ୍ଥଳୀ ଗୁଡିକର ମରାମତି କରାଯାଉଛି। ବାକି ସବୁର ଯାଞ୍ଚ ଚାଲିଛି। ରିପୋର୍ଟ ଆସିଲେ ମରାମତି କରାଯିବ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles